ଲେବୀୟ ପୁସ୍ତକ 20:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ଵର ଆବରଣୀୟ ଅନାବୃତ କରାଯାଏ; ସେମାନେ ଆପଣା ଆପଣା ଅପରାଧ ବହିବେ। Gade chapit laଓଡିଆ ବାଇବେଲ19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ। Gade chapit laପବିତ୍ର ବାଇବଲ19 “ତୁମ୍ଭେ ତୁମ୍ଭର ମାଉସୀ କିମ୍ବା ପିଉସୀ ସହିତ ଯୌନ ସମ୍ପର୍କ ରଖିବ ନାହିଁ। ତାହା ନିଜର ନିକଟବର୍ତ୍ତୀ ସମ୍ପର୍କୀୟ ସହିତ ଅପରାଧ ହେବ ଓ ସେଥିପାଇଁ ସେମାନେ ନିଜ ନିଜ ଅପରାଧ ବହନ କରିବେ। Gade chapit la |