Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ଆଉ, ଯେବେ କେହି ଆପଣା ପିତୃବ୍ୟପନିୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ପାପ ବହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।

Gade chapit la Kopi

ଓଡିଆ ବାଇବେଲ

20 ଆଉ, ଯଦି କେହି ଆପଣା ପିତୃବ୍ୟପତ୍ନୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ଅପରାଧ ବୋହିବେ; ସେମାନେ ନିଃସନ୍ତାନ ହୋଇ ମରିବେ।

Gade chapit la Kopi

ପବିତ୍ର ବାଇବଲ

20 “ଜଣେ ବ୍ୟକ୍ତି ନିଜ କକାର ସ୍ତ୍ରୀ ସହିତ ଯୌନ ସମ୍ପର୍କ ରଖିବ, ଏହା କରିବା ଦ୍ୱାରା ସେ ତାଙ୍କର କକାକୁ ଅସମ୍ମାନ ଦେଖାଇବ। ସେହି ସ୍ତ୍ରୀର ଶାରୀରିକ ସମ୍ପର୍କ, ସେ ଲୋକର କକା ପାଇଁ ଆରକ୍ଷିତା। ଉଭୟେ ପୁତୁରା ଓ ଖୁଢ଼ୀ ଅପରାଧ ପାଇଁ ଦଣ୍ଡିତ ହେବେ ଓ ସେମାନେ ନିଃସନ୍ତାନ ହୋଇ ମରିବେ।

Gade chapit la Kopi




ଲେବୀୟ ପୁସ୍ତକ 20:20
8 Referans Kwoze  

ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପତ୍ନୀ।


କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି।


ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।


କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା।


ସଦାପ୍ରଭୁ ଏହି କଥା କହନ୍ତି, “ଏହି ମନୁଷ୍ୟ ନିଃସନ୍ତାନ, ଏହି ପୁରୁଷର ଆପଣା ଜୀବନ ମଧ୍ୟରେ ଉନ୍ନତି ହେବ ନାହିଁ ବୋଲି ତୁମ୍ଭେମାନେ ଲେଖ; କାରଣ ତାହାର ବଂଶୀୟ କୌଣସି ଲୋକ ଦାଉଦଙ୍କ ସିଂହାସନୋପବିଷ୍ଟ ହୋଇ ଓ ଯିହୁଦାର ଉପରେ ଆଉ କର୍ତ୍ତୃତ୍ୱ କରି ସମୃଦ୍ଧି ହେବ ନାହିଁ।”


ତାହାର ବଂଶ ଉଚ୍ଛିନ୍ନ ହେଉ; ଆସନ୍ତା ପୁରୁଷରେ ତାହାଙ୍କ ନାମ ଲୁପ୍ତ ହେଉ।


ଆପଣା ଲୋକଙ୍କ ମଧ୍ୟରେ ତାହାର ପୁତ୍ର କି ପୌତ୍ର ରହିବେ ନାହିଁ, କିଅବା ତାହାର ପ୍ରବାସ ସ୍ଥାନରେ କେହି ରହିବେ ନାହିଁ।


ପୁଣି, ଯଦି କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ।


Swiv nou:

Piblisite


Piblisite