ଲେବୀୟ ପୁସ୍ତକ 20:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)25 ଏହେତୁ ତୁମ୍ଭେମାନେ ଶୁଚି-ଅଶୁଚି ପଶୁ ଓ ଶୁଚି-ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେ ଯେ ପଶୁ ଓ ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ଵାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ। Gade chapit laଓଡିଆ ବାଇବେଲ25 ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ୍ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ୍ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ। Gade chapit laପବିତ୍ର ବାଇବଲ25 ତେଣୁ ତୁମ୍ଭେମାନେ ଶୁଚି-ଅଶୁଚି ପଶୁ ଓ ଶୁଚି-ଅଶୁଚି ପକ୍ଷୀ ମଧ୍ୟରେ ପ୍ରଭେଦ ଜାଣିବ। କୌଣସି ଅଶୁଚି ପଶୁ କିମ୍ବା ପକ୍ଷୀ ଭୋଜନ କରିବ ନାହିଁ ଓ ଉରୋଗାମୀ ପ୍ରାଣୀ ମଧ୍ୟ ଖାଇବ ନାହିଁ। ଆମ୍ଭେ ସେଗୁଡ଼ିକୁ ଘୃଣାଯୋଗ୍ୟ କରିଅଛୁ। Gade chapit la |