ଲେବୀୟ ପୁସ୍ତକ 20:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)5 ତେବେ ଆମ୍ଭେ ସେହି ଲୋକ ବିରୁଦ୍ଧରେ ଓ ତାହାର ବଂଶ ବିରୁଦ୍ଧରେ ଆପଣା ମୁଖ ରଖିବା; ପୁଣି, ତାହାକୁ ଓ ମୋଲକ୍-ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକଗଣ ମଧ୍ୟରୁ ଉଚ୍ଛିନ୍ନ କରିବା। Gade chapit laଓଡିଆ ବାଇବେଲ5 ତେବେ ଆମ୍ଭେ ସେହି ଲୋକ ଓ ତାହାର ପରିବାରକୁ ଦଣ୍ଡ ଦେବା; ପୁଣି, ତାହାକୁ ଓ ମୋଲକ୍ ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ କରିବା। Gade chapit laପବିତ୍ର ବାଇବଲ5 ତେବେ ମୁଁ ସେହି ଲୋକ ବିରୁଦ୍ଧରେ ଓ ତା'ର ବଂଶ ବିରୁଦ୍ଧରେ ଯିବି, ସେମାନଙ୍କର ମୋଲକ୍ ଦେବତା ସହିତ ଜଡ଼ିତ ହେବା କାରଣରୁ, ତା'ର ଦେଶବାସୀଠାରୁ ତାକୁ ଓ ତା'ର ଅନୁସରଣକାରୀମାନଙ୍କୁ ଦୂରେଇ ରଖିବି। Gade chapit la |