Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ;

Gade chapit la Kopi

ଓଡିଆ ବାଇବେଲ

10 ଆଉ, ଆପଣା ଭ୍ରାତାମାନଙ୍କ ମଧ୍ୟରୁ ଯେଉଁ ଜନ ପ୍ରଧାନ ଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି ଓ ଯେ ପବିତ୍ର ବସ୍ତ୍ର ପରିଧାନ କରିବା ପାଇଁ ପଦରେ ନିଯୁକ୍ତ ହୋଇଅଛି, ସେ ଆପଣା ମସ୍ତକର କେଶ ମୁକୁଳା କରିବ ନାହିଁ ଓ ଆପଣା ବସ୍ତ୍ର ଚିରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

10 “ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାଯାଜକ ହୋଇଅଛି, ଯାହାର ମସ୍ତକରେ ଅଭିଷେକାର୍ଥକ ତୈଳ ଢଳା ଯାଇଅଛି, ଆଉ ଯିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀରେ ନିଯୁକ୍ତ ହୋଇଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ।

Gade chapit la Kopi




ଲେବୀୟ ପୁସ୍ତକ 21:10
18 Referans Kwoze  

ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍‍, ପବିତ୍ର ବସ୍ତ୍ରସବୁ ପିନ୍ଧିବ।


ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ବର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କଅଣ ଆବଶ୍ୟକ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ବର ନିନ୍ଦା ଶୁଣିଲେ,


ଆଉ ମଣ୍ଡଳୀ ରକ୍ତର ପ୍ରତିହନ୍ତାର ହସ୍ତରୁ ସେହି ନରହତ୍ୟାକାରୀକୁ ଉଦ୍ଧାର କରିବେ; ପୁଣି, ସେ ଯେଉଁ ସ୍ଥାନକୁ ପଳାଇ ଯାଇଥିଲା, ସେହି ଆଶ୍ରୟ ନଗରରେ ମଣ୍ଡଳୀ ପୁନର୍ବାର ତାହାକୁ ପହୁଞ୍ଚାଇ ଦେବେ ଓ ଯେପର୍ଯ୍ୟନ୍ତ ପବିତ୍ର ତୈଳରେ ଅଭିଷିକ୍ତ ମହାଯାଜକର ମୃତ୍ୟୁୁ ନ ହୁଏ, ସେ ପର୍ଯ୍ୟନ୍ତ ସେ ସେହି ସ୍ଥାନରେ ବାସ କରିବ।


ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।


ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।


ଏଉତ୍ତାରୁ ମର୍ଦ୍ଦଖୟ ପୁନର୍ବାର ରାଜଦ୍ୱାରକୁ ଆସିଲେ, ମାତ୍ର ହାମନ୍‍ ଶୋକାନ୍ୱିତ ହୋଇ ଓ ମସ୍ତକ ଢାଙ୍କି ଆପଣା ଗୃହକୁ ଶୀଘ୍ର ଗଲେ।


ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।


ଆଉ, ଯେଉଁ କୁଷ୍ଠୀର ଘାʼ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।


ତହୁଁ ଯାକୁବ ଆପଣା ବସ୍ତ୍ର ଚିରି କଟିଦେଶରେ ଅଖା ପିନ୍ଧି ପୁତ୍ର ନିମନ୍ତେ ଅନେକ ଦିନ ପର୍ଯ୍ୟନ୍ତ ଶୋକ କଲେ।


ସେତେବେଳେ ଆୟୁବ ଉଠି ଆପଣା ବସ୍ତ୍ର ଚିରିଲା ଓ ଆପଣା ମସ୍ତକ କ୍ଷୌର କଲା ଓ ଭୂମିରେ ପଡ଼ି ଉପାସନା କଲା;


ଏଉତ୍ତାରେ ଅଭିଷେକାର୍ଥକ ତୈଳ ଘେନି ତାହାର ମସ୍ତକ ଉପରେ ଢ଼ାଳି ତାହାକୁ ଅଭିଷେକ କରିବ।


ଦୀର୍ଘ ନିଃଶ୍ୱାସ ଛାଡ଼, ମାତ୍ର ଉଚ୍ଚ କରି ନୁହେଁ; ମୃତ ଲୋକ ପାଇଁ ବିଳାପ କର ନାହିଁ, ଆପଣା ମସ୍ତକରେ ଶିରୋଭୂଷଣ ବାନ୍ଧ ଓ ପାଦରେ ପାଦୁକା ପିନ୍ଧ, ତୁମ୍ଭର ଓଷ୍ଠାଧର ଆଚ୍ଛାଦନ କର ନାହିଁ, ପୁଣି, ଲୋକମାନଙ୍କର ରୁଟି ଖାଅ ନାହିଁ।”


ବିଶେଷତଃ ଅଭିଷିକ୍ତ ଯାଜକ ଯଦି ଲୋକମାନଙ୍କର ଦୋଷଜନକ ପାପ କରେ; ତେବେ ସେ ଆପଣା କୃତ ପାପ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଖୁନ୍ତ ଏକ ଗୋବତ୍ସ ପାପାର୍ଥକ ବଳି ରୂପେ ଉତ୍ସର୍ଗ କରିବ।


ଆପଣା ପିତା କିମ୍ବା ମାତା କିମ୍ବା ଭ୍ରାତା କିମ୍ବା ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପୃଥକ ହେବାର ଚିହ୍ନ ତାହାର ମସ୍ତକରେ ଅଛି।


Swiv nou:

Piblisite


Piblisite