ଲେବୀୟ ପୁସ୍ତକ 21:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ଵାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରିପାରିବ। Gade chapit laଓଡିଆ ବାଇବେଲ3 ପୁଣି, ଯେଉଁ ନିକଟସ୍ଥ ଭଗିନୀର ସ୍ୱାମୀ ହୋଇ ନାହିଁ, ଏପରି ଅବିବାହିତା ଭଗିନୀ ସକାଶୁ ସେ ଆପଣାକୁ ଅଶୁଚି କରି ପାରିବ। Gade chapit laପବିତ୍ର ବାଇବଲ3 ପୁଣି ନିଜର ଅବିବାହିତା ଭଗିନୀର ମୃତ୍ୟୁ ହେଲେ ସେ ତା’ ପାଇଁ ଅଶୁଚି ହେବ। Gade chapit la |