ଲେବୀୟ ପୁସ୍ତକ 21:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ତନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। Gade chapit laଓଡିଆ ବାଇବେଲ5 ସେମାନେ ଆପଣା ଆପଣା ମସ୍ତକ ମୁଣ୍ଡନ କରିବେ ନାହିଁ ଓ ଆପଣା ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିଅବା ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। Gade chapit laପବିତ୍ର ବାଇବଲ5 “ଆଉ ଯାଜକଗଣ ସେମାନଙ୍କର ମସ୍ତକ ମୁଣ୍ଡନ କରିବେ ନାହିଁ। ଆପଣା ଦାଢ଼ିର କୋଣ କ୍ଷୌର କରିବେ ନାହିଁ, କିମ୍ବା ନିଜ ନିଜ ଶରୀରରେ ଅସ୍ତ୍ରାଘାତ କରିବେ ନାହିଁ। Gade chapit la |
ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।