Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ମାତ୍ର ଯାଜକ ଯେବେ କୌଣସି ପ୍ରାଣୀକି କିଣେ, ତେବେ ତାହାର ରୂପାରେ କିଣା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହଜାତ ଲୋକମାନେ ତାହାର ଅନ୍ନ ଭୋଜନ କରିବେ।

Gade chapit la Kopi

ଓଡିଆ ବାଇବେଲ

11 ମାତ୍ର ଯାଜକ ଯଦି କୌଣସି ପ୍ରାଣୀକୁ କ୍ରୟ କରେ, ତେବେ ତାହାର ରୂପାରେ କ୍ରୟ କରାଯାଇଥିବା ସେହି ଲୋକ ତାହା ଭୋଜନ କରିବ; ପୁଣି, ତାହାର ଗୃହରେ ଜନ୍ମ ହୋଇଥିବା ଲୋକମାନେ ତାହାର ଅନ୍ନ ଭୋଜନ କରିବେ।

Gade chapit la Kopi

ପବିତ୍ର ବାଇବଲ

11 ମାତ୍ର ଯାଜକର ରୂପାରେ କିଣା ଯାଇଥିବା କ୍ରୀତଦାସ ସେହି ପବିତ୍ର ଖାଦ୍ୟ ଭୋଜନ କରି ପାରିବ। ଆଉ ତା'ର ଗୃହଜାତ କ୍ରୀତଦାସମାନେ ତାହାର ଅନ୍ନ ଭୋଜନ କରି ପାରିବେ।

Gade chapit la Kopi




ଲେବୀୟ ପୁସ୍ତକ 22:11
7 Referans Kwoze  

ପୁଣି, ତୁମ୍ଭର ଗୃହଜାତ ଅଥବା ମୂଲ୍ୟକ୍ରୀତ ଲୋକର ସୁନ୍ନତ ଅବଶ୍ୟ କର୍ତ୍ତବ୍ୟ; ତହିଁରେ ଅନନ୍ତକାଳ ନିମିତ୍ତ ତୁମ୍ଭମାନଙ୍କ ମାଂସରେ ଆମ୍ଭ ନିୟମର ଚିହ୍ନ ଥିବ।


ମାତ୍ର ରୌପ୍ୟ ଦ୍ୱାରା କ୍ରୀତ ପ୍ରତ୍ୟେକ ଲୋକର ଦାସ ସୁନ୍ନତ ହେଲେ ଖାଇ ପାରିବ;


ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ।


ଆଉ ଯାଜକର କନ୍ୟା ଯଦି କୌଣସି ଭିନ୍ନ ବଂଶୀୟ ଲୋକ ସହିତ ବିବାହିତା ହୁଏ, ତେବେ ସେ ପବିତ୍ର ଦ୍ରବ୍ୟାଦି ମଧ୍ୟରୁ ଉତ୍ତୋଳନୀୟ ନୈବେଦ୍ୟ ଭୋଜନ କରିବ ନାହିଁ।


ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।


ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍‍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ।


Swiv nou:

Piblisite


Piblisite