ଲେବୀୟ ପୁସ୍ତକ 22:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହାସବୁ ଅପବିତ୍ର କରିବେ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏହିରୁପେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ; Gade chapit laଓଡିଆ ବାଇବେଲ15 ଏହିରୂପେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଯେଉଁ ପବିତ୍ର ଦ୍ରବ୍ୟ ଉତ୍ସର୍ଗ କରନ୍ତି, ସେମାନେ ତାହା ସବୁ ଅପବିତ୍ର କରିବେ ନାହିଁ। Gade chapit laପବିତ୍ର ବାଇବଲ15 “ଇସ୍ରାଏଲର ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁସବୁ ପବିତ୍ର ଉପହାର ଉତ୍ସର୍ଗ କରନ୍ତି, ଯାଜକଗଣ ତାହା ସବୁ ଅପବିତ୍ର କରିବେ ନାହିଁ। Gade chapit la |
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।