Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ଗାଈ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କି ବଧ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

28 ଆଉ, ଗୋରୁ କି ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

28 ଗାଈ କିମ୍ବା ମେଷୀ ହେଉ, ତାହାକୁ ଓ ତାହାର ଛୁଆକୁ ଏକାଦିନେ ଦୁହିଁଙ୍କୁ ବଧ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 22:28
4 Referans Kwoze  

ତୁମ୍ଭେମାନେ ସ୍ୱୟଂମୃତ କୌଣସି ପ୍ରାଣୀର ମାଂସ ଭୋଜନ କରିବ ନାହିଁ; ତୁମ୍ଭେ ଆପଣା ନଗରଦ୍ୱାରବର୍ତ୍ତୀ କୌଣସି ବିଦେଶୀକୁ ତାହା ଭୋଜନାର୍ଥେ ଦେଇ ପାର; ଅବା ତୁମ୍ଭେ କୌଣସି ବିଦେଶୀ ନିକଟରେ ତାହା ବିକ୍ରୟ କରିପାର; କାରଣ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ। ତୁମ୍ଭେ ଛାଗବତ୍ସକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।


ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”


ତୁମ୍ଭ ଭୂମିର ପ୍ରଥମଜାତ ଫଳ ତୁମ୍ଭ ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ତୁମ୍ଭେ ଛାଗବତ୍ସକୁ ତାହାର ମାତୃ ଦୁଗ୍ଧରେ ପାକ କରିବ ନାହିଁ।


Swiv nou:

Piblisite


Piblisite