Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।

Gade chapit la Kopi

ଓଡିଆ ବାଇବେଲ

29 ତୁମ୍ଭେମାନେ ଯେଉଁ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସାର୍ଥକ ବଳି ଉତ୍ସର୍ଗ କରିବ, ସେହି ସମୟରେ ତୁମ୍ଭେମାନେ ଗ୍ରାହ୍ୟ ହେବା ନିମନ୍ତେ ତାହା କରିବ।

Gade chapit la Kopi

ପବିତ୍ର ବାଇବଲ

29 “ତୁମ୍ଭେମାନେ ଯେତେବେଳେ ସଦାପ୍ରଭୁଙ୍କ ପ୍ରଶଂସାର୍ଥେ ବଳିଦାନ ଉତ୍ସର୍ଗ କର, ତୁମ୍ଭେ ଏହା ଠିକ୍ ପଦ୍ଧତିରେ ଉତ୍ସର୍ଗ କରିବା ଉଚିତ୍ ଯାହା ଫଳରେ ତାହା ଗ୍ରାହ୍ୟ ହେବ।

Gade chapit la Kopi




ଲେବୀୟ ପୁସ୍ତକ 22:29
9 Referans Kwoze  

ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି।


ସେମାନେ ଧନ୍ୟବାଦରୂପ ବଳି ଉତ୍ସର୍ଗ କରନ୍ତୁ ଓ ଗାନ କରି ତାହାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।


ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍‍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ।


ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, “ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।


ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


“ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।


Swiv nou:

Piblisite


Piblisite