Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଏନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ଓଡିଆ ବାଇବେଲ

31 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ପବିତ୍ର ବାଇବଲ

31 “ତୁମ୍ଭେମାନେ ଆମ୍ଭର ଆଜ୍ଞା ମାନ୍ୟକରି ପାଳନ କରିବ। ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 22:31
8 Referans Kwoze  

ପୁଣି ଯେପରି ତୁମ୍ଭର ମଙ୍ଗଳ ଓ ତୁମ୍ଭ ଉତ୍ତାରେ ତୁମ୍ଭ ସନ୍ତାନଗଣର ମଙ୍ଗଳ ହୁଏ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସଦାକାଳ ନିମନ୍ତେ ତୁମ୍ଭକୁ ଯେଉଁ ଭୂମି ଦିଅନ୍ତି, ତହିଁ ଉପରେ ଯେପରି ତୁମ୍ଭର ଦୀର୍ଘ ପରମାୟୁ ହୁଏ, ଏଥିପାଇଁ ମୁଁ ତାହାଙ୍କର ଯେଉଁ ଯେଉଁ ବିଧି ଓ ଆଜ୍ଞା ଆଜି ତୁମ୍ଭକୁ ଆଦେଶ କରୁଅଛି, ତାହା ପାଳନ କର।


ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।


ଏହେତୁ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ଅଟୁ।”


ସେହି ଦିନ ତାହା ଭୋଜନ କରାଯିବ; ତୁମ୍ଭେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ଅବଶିଷ୍ଟ ରଖିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।


ତୁମ୍ଭେମାନେ ଆମ୍ଭର ସକଳ ବିଧି ପାଳନ କରିବ; ତୁମ୍ଭେ ଭିନ୍ନଜାତୀୟ ପଶୁ ସହିତ ଆପଣା ପଶୁମାନଙ୍କୁ ସଙ୍ଗମ କରିବାକୁ ଦେବ ନାହିଁ; ତୁମ୍ଭେ ଆପଣା କ୍ଷେତ୍ରରେ ମିଶ୍ରିତ ବୀଜ ବୁଣିବ ନାହିଁ; କିଅବା ଦୁଇ ପ୍ରକାର ସୂତ୍ରମିଶ୍ରିତ ବସ୍ତ୍ର ଦେହରେ ଦେବ ନାହିଁ।


Swiv nou:

Piblisite


Piblisite