Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 22:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।

Gade chapit la Kopi

ଓଡିଆ ବାଇବେଲ

33 ଯେ ତୁମ୍ଭମାନଙ୍କୁ ପବିତ୍ର କରନ୍ତି, ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ; ଆମ୍ଭେ ସଦାପ୍ରଭୁ ଅଟୁ।”

Gade chapit la Kopi

ପବିତ୍ର ବାଇବଲ

33 ଯେ ତୁମ୍ଭମାନଙ୍କୁ ମିଶର ଦେଶରୁ ଆଣିଛନ୍ତି ଓ ତୁମ୍ଭମାନଙ୍କୁ ପବିତ୍ର କରିଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi




ଲେବୀୟ ପୁସ୍ତକ 22:33
8 Referans Kwoze  

କାରଣ ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମୁଁ ସଦାପ୍ରଭୁ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛି; ଏନିମନ୍ତେ ତୁମ୍ଭେମାନେ ପବିତ୍ର ହେବ, କାରଣ ମୁଁ ପବିତ୍ର ଅଟେ।


ଆମ୍ଭେ ତୁମ୍ଭମାନଙ୍କୁ ଆପଣା ଲୋକ ରୂପେ ଗ୍ରହଣ କରିବା ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା; ତହିଁରେ ମିସରୀୟମାନଙ୍କ ଭାରବହନରୁ ତୁମ୍ଭମାନଙ୍କର ନିସ୍ତାରକାରୀ ଆମ୍ଭେ ଯେ ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ ଅଟୁ, ତାହା ତୁମ୍ଭେମାନେ ଜାଣିବ।


ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁ, ଆମ୍ଭେ, ତୁମ୍ଭମାନଙ୍କର ପରମେଶ୍ୱର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ସଦାପ୍ରଭୁ ଅଟୁ।”


ଯେ ତୁମ୍ଭମାନଙ୍କର ପରମେଶ୍ୱର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ୱର ସେହି ସଦାପ୍ରଭୁ ଆମ୍ଭେ ଅଟୁ।


ଯଥାର୍ଥ ଦଣ୍ଡି, ଯଥାର୍ଥ ବଟଖରା, ଯଥାର୍ଥ ଐଫା ଓ ଯଥାର୍ଥ ହିନ୍‍, ତୁମ୍ଭମାନଙ୍କର ହେବ; ଯେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଲେ, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite