Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ତୁମ୍ଭେମାନେ ଯେଉଁ ଦିନଯାଏ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣିନାହଁ, ସେହି ଦିନଯାଏ ତୁମ୍ଭେମାନେ ରୋଟୀ କି ଭଜାଶସ୍ୟ କି ଛିଣ୍ତା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜାଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।

Gade chapit la Kopi

ପବିତ୍ର ବାଇବଲ

14 ତୁମ୍ଭେମାନେ ଯେଉଁ ପର୍ଯ୍ୟନ୍ତ ନୂତନ ଶସ୍ୟର ନୈବେଦ୍ୟ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନ ଆଣିଛ ସେପର୍ଯ୍ୟନ୍ତ ତୁମ୍ଭେମାନେ ରୋଟୀ, କି ଭଜା ଶସ୍ୟ, କି ଫଳ ଖାଇବ ନାହିଁ। ତୁମ୍ଭମାନଙ୍କର ସମସ୍ତ ନିବାସସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା ହେବ।

Gade chapit la Kopi




ଲେବୀୟ ପୁସ୍ତକ 23:14
15 Referans Kwoze  

ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”


ଆଉ, ସେମାନଙ୍କୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ ଓ ଆପଣା ଦାସ ମୋଶାଙ୍କ ହସ୍ତରେ ସେମାନଙ୍କୁ ଆଜ୍ଞା ଓ ବିଧି ଓ ବ୍ୟବସ୍ଥା ଆଦେଶ କଲ;


ପୁଣି ତୁମ୍ଭେ ଯେ ମିସରରେ ବନ୍ଧାଦାସ ହୋଇଥିଲ, ତାହା ସ୍ମରଣ କରିବ ଓ ତୁମ୍ଭେ ଏହି ସକଳ ବିଧି ମନୋଯୋଗ କରି ପାଳନ କରିବ।


ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”


ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”


ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ।


ପୁଣି ଯଦି ତୁମ୍ଭେ ଆପଣା ପ୍ରଥମ ଫଳର ନୈବେଦ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କର, ତେବେ ତୁମ୍ଭ ପ୍ରଥମଜାତ ଫଳର ନୈବେଦ୍ୟ ରୂପେ ଅଗ୍ନିରେ ଭଜା ଶିଷା, ଅର୍ଥାତ୍‍, ମର୍ଦ୍ଦିତ କୋମଳ ଶିଷା ଉତ୍ସର୍ଗ କରିବ।


ଆଉ ସମାଗମ-ତମ୍ବୁରେ ସାକ୍ଷ୍ୟ-ସିନ୍ଦୁକ ସମ୍ମୁଖସ୍ଥ ବିଚ୍ଛେଦ ବସ୍ତ୍ରର ବାହାରେ ହାରୋଣ ଓ ତାହାର ପୁତ୍ରଗଣ ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ସାକ୍ଷାତରେ ତାହା ସଜାଇ ରଖିବେ; ଏହା ଇସ୍ରାଏଲ ସନ୍ତାନମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।


ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।


Swiv nou:

Piblisite


Piblisite