Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଅନନ୍ତର ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।

Gade chapit la Kopi

ଓଡିଆ ବାଇବେଲ

15 ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।

Gade chapit la Kopi

ପବିତ୍ର ବାଇବଲ

15 “ଅନନ୍ତର ସେହି ବିଶ୍ରାମବାର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପେ ବିଡ଼ା ଆଣିଲ ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।

Gade chapit la Kopi




ଲେବୀୟ ପୁସ୍ତକ 23:15
6 Referans Kwoze  

ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।


ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।


ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।


Swiv nou:

Piblisite


Piblisite