Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହିରୂପେ ସପ୍ତମ ବିଶ୍ରାମବାରର ପରଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିବସଯାଏ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ-ନୈବେଦ୍ୟ ଉତ୍ସର୍ଗ କରିବ।

Gade chapit la Kopi

ଓଡିଆ ବାଇବେଲ

16 ଏହିରୂପେ ସପ୍ତମ ବିଶ୍ରାମବାରର ପର ଦିନ ପର୍ଯ୍ୟନ୍ତ ପଚାଶ ଦିନ ଗଣନା କରିବ; ଆଉ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ

16 ଏହିରୂପେ ତୁମ୍ଭେ ବିଶ୍ରାମ ଦିନ ପରେ ସପ୍ତମ ଦିନଠାରୁ, ପଗ୍ଭଶ୍ ଦିନ ଗଣନା କରିବା ଉଚିତ୍। ଆଉ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଶସ୍ୟ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍।

Gade chapit la Kopi




ଲେବୀୟ ପୁସ୍ତକ 23:16
4 Referans Kwoze  

ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।


ଆହୁରି ପ୍ରଥମ ପକ୍ୱ ଫଳର ଦିନରେ, ଅର୍ଥାତ୍‍, ଯେଉଁ ସମୟରେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ।


ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ।


ତୃତୀୟ ମାସରେ ସେମାନେ ସେହି ରାଶି କରିବାକୁ ଆରମ୍ଭ କରି ସପ୍ତମ ମାସରେ ତାହା ସମାପ୍ତ କଲେ।


Swiv nou:

Piblisite


Piblisite