ଲେବୀୟ ପୁସ୍ତକ 23:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଫଳ ହେବ। Gade chapit laଓଡିଆ ବାଇବେଲ17 ତୁମ୍ଭେମାନେ ଆପଣା ଆପଣା ନିବାସରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୁଟି ଆଣିବ; ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ରନ୍ଧନ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମ ଫଳ ହେବ। Gade chapit laପବିତ୍ର ବାଇବଲ17 ତୁମ୍ଭେମାନେ ନିଜ ନିଜ ଘରୁ ଦୋଳନୀୟ ନୈବେଦ୍ୟାର୍ଥେ ଏକ ଐଫାର ଦୁଇ ଦଶମାଂଶର ଦୁଇ ରୋଟୀ ଆଣିବ। ତାହା ସରୁ ମଇଦାରେ ପ୍ରସ୍ତୁତ ହେବ ଓ ତାଡ଼ିରେ ପାକ କରାଯିବ, ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଥମଜାତ ଉପହାର ହେବ। Gade chapit la |
ପୁଣି, ଆମ୍ଭମାନଙ୍କ ଚକଟା ମଇଦାର ପ୍ରାଥମାଂଶ ଓ ଆମ୍ଭମାନଙ୍କ ଉତ୍ତୋଳନୀୟ ଉପହାର ଓ ସର୍ବପ୍ରକାର ବୃକ୍ଷର ଫଳ, ଦ୍ରାକ୍ଷାରସ ଓ ତୈଳ ଯାଜକମାନଙ୍କ ନିକଟକୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହର କୋଠରିକୁ ଆଣିବା ପାଇଁ, ଆଉ ଭୂମିଜାତ ଦ୍ରବ୍ୟର ଦଶମାଂଶ ଲେବୀୟମାନଙ୍କ ନିକଟକୁ ଆଣିବା ପାଇଁ ସ୍ଥିର କଲୁ; କାରଣ ସେହି ଲେବୀୟମାନେ ଆମ୍ଭମାନଙ୍କ ସକଳ କୃଷି-ନଗରରେ ଦଶମାଂଶ ଆଦାୟ କରନ୍ତି।