Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକ ବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।

Gade chapit la Kopi

ଓଡିଆ ବାଇବେଲ

19 ତହିଁ ଉତ୍ତାରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଦୁଇ ମେଷବତ୍ସ ବଳିଦାନ କରିବ।

Gade chapit la Kopi

ପବିତ୍ର ବାଇବଲ

19 ତା'ପରେ ତୁମ୍ଭେମାନେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ମଙ୍ଗଳାର୍ଥକ ବଳି ନିମନ୍ତେ ଦୁଇଟି ଏକ ବର୍ଷୀୟ ମେଷବତ୍ସ ଉତ୍ସର୍ଗ କରିବ।

Gade chapit la Kopi




ଲେବୀୟ ପୁସ୍ତକ 23:19
10 Referans Kwoze  

ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ।


ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ଯଦି ତାହା ମଣ୍ଡଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ଡଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ।


ଏଥିଉତ୍ତାରେ ସେ ଲୋକମାନଙ୍କର ପାପାର୍ଥକ ବଳିର ଛାଗ ନେଇ ବଧ କରିବ ଓ ତାହାର ରକ୍ତ ବିଚ୍ଛେଦ ବସ୍ତ୍ରର ଭିତରକୁ ଆଣି, ଯେପରି ଗୋବତ୍ସର ରକ୍ତ ନେଇ କରିଥିଲା, ସେପରି ତାହାର ରକ୍ତ ନେଇ କରିବ, ଅର୍ଥାତ୍‍, ପାପାଚ୍ଛାଦନ ଉପରେ ଓ ପାପାଚ୍ଛାଦନ ସମ୍ମୁଖରେ ତାହା ଛିଞ୍ଚିବ।


ପୁଣି, ତୁମ୍ଭେମାନେ ସେହି ରୁଟି ସହିତ ପ୍ରଥମବର୍ଷୀୟ ନିଖୁନ୍ତ ସାତ ମେଷବତ୍ସ ଓ ଗୋଟିଏ ଯୁବା ବୃଷ ଓ ଦୁଇ ମେଷ ବଳିଦାନ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ହେବ; ପୁଣି, ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ସହିତ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ।


ପୁଣି, ଯାଜକ ପ୍ରଥମ ଫଳର ରୁଟି ସହିତ ଓ ଦୁଇ ମେଷବତ୍ସ ମଧ୍ୟ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟ ରୂପେ ଦୋଳାଇବ; ତାହାସବୁ ଯାଜକ ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ।


Swiv nou:

Piblisite


Piblisite