Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

26 ଆହୁରି, ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

26 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଲେବୀୟ ପୁସ୍ତକ 23:26
3 Referans Kwoze  

ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।’”


“ସେହି ସପ୍ତମ ମାସର ଦଶମ ଦିନ ଅବଶ୍ୟ ପ୍ରାୟଶ୍ଚିତ୍ତର ଦିନ ହେବ; ସେହି ଦିନ ତୁମ୍ଭମାନଙ୍କର ପବିତ୍ର ସଭା ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ପୁଣି ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ।


ଆହୁରି ସେହି ସପ୍ତମ ମାସର ଦଶମ ଦିନରେ ତୁମ୍ଭମାନଙ୍କର ଏକ ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ;


Swiv nou:

Piblisite


Piblisite