Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁ-କ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।

Gade chapit la Kopi

ଓଡିଆ ବାଇବେଲ

31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।

Gade chapit la Kopi

ପବିତ୍ର ବାଇବଲ

31 ତୁମ୍ଭେମାନେ କୌଣସି ପ୍ରକାର କାର୍ଯ୍ୟ ସେଦିନ କରିବ ନାହିଁ। ଏହା ତୁମ୍ଭମାନଙ୍କର ସମସ୍ତ ଗୃହରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 23:31
5 Referans Kwoze  

ପୁଣି, ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ସେମାନଙ୍କର ସମସ୍ତ ପାପ ସକାଶୁ ବର୍ଷ ମଧ୍ୟରେ ଏକ ଥର ପ୍ରାୟଶ୍ଚିତ୍ତ କରିବାର ତୁମ୍ଭମାନଙ୍କ ପ୍ରତି ଅନନ୍ତକାଳୀନ ବିଧି ହେବ।” ତହୁଁ ହାରୋଣ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ।


ପୁଣି ସେହି ଦିନ ଯେକୌଣସି ପ୍ରାଣୀ କୌଣସି ପ୍ରକାର କାର୍ଯ୍ୟ କରେ, ସେହି ପ୍ରାଣୀକୁ ତାହାର ଲୋକମାନଙ୍କ ମଧ୍ୟରୁ ଆମ୍ଭେ ଉଚ୍ଛିନ୍ନ କରିବା।


ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”


ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


ଆଉ, ତୁମ୍ଭେମାନେ ସେହି ଦିନ (ସଭାର) ଘୋଷଣା କରିବ; ତହିଁରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ; ଏହା ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି।


Swiv nou:

Piblisite


Piblisite