ଲେବୀୟ ପୁସ୍ତକ 23:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)36 ସାତ ଦିନଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ। Gade chapit laଓଡିଆ ବାଇବେଲ36 ସାତ ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ପୁଣି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ତାହା ମହାସଭା ଅଟେ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହଁ। Gade chapit laପବିତ୍ର ବାଇବଲ36 ସାତ ଦିନ ଯାଏ ତୁମ୍ଭେମାନେ ସଦାପ୍ରଭୁଙ୍କୁ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍, ଅଷ୍ଟମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବା ଉଚିତ୍ ଓ ତୁମ୍ଭେମାନେ ସଦାପ୍ରଭୁଙ୍କ ନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ତାହା ଏକ ମହାନ୍ ସଭା ଅଟେ, ତୁମ୍ଭେମାନେ କୌଣସି ବ୍ୟବସାୟିକ କର୍ମ କରିବା ଉଚିତ୍ ନୁହେଁ। Gade chapit la |