Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଓ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଓ ବଳି ଓ ପେୟନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ;

Gade chapit la Kopi

ଓଡିଆ ବାଇବେଲ

37 ଏହିସବୁ ସଦାପ୍ରଭୁଙ୍କର ସ୍ଥାପିତ ପର୍ବ; ପୁଣି, ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର, ହୋମବଳି, ଭକ୍ଷ୍ୟ ନୈବେଦ୍ୟ, ବଳି ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବାକୁ ପବିତ୍ର ସଭାର ଘୋଷଣା କରିବ।

Gade chapit la Kopi

ପବିତ୍ର ବାଇବଲ

37 “ଏହିସବୁ ସଦାପ୍ରଭୁଙ୍କର ପାଇଁ ସ୍ୱତନ୍ତ୍ର ପର୍ବ, ଯାହା ତୁମ୍ଭେ ପବିତ୍ର ସଭାପରି ପ୍ରକାଶ କରିଥାଅ, ସେଥିରେ ତୁମ୍ଭେମାନେ ପ୍ରତ୍ୟେକ ପର୍ବର ନିରୂପିତ ଦିନରେ ସଦାପ୍ରଭୁଙ୍କୁ ନୈବେଦ୍ୟ, ହୋମବଳି, ଶସ୍ୟ ନୈବେଦ୍ୟ, ବଳିଦାନ ଓ ପେୟନୈବେଦ୍ୟ ଉତ୍ସର୍ଗ କରିବା ଉଚିତ୍। ଏହା ତୁମ୍ଭେମାନେ ପବିତ୍ର ସଭାରେ ଘୋଷଣା କରିବା ଉଚିତ୍

Gade chapit la Kopi




ଲେବୀୟ ପୁସ୍ତକ 23:37
6 Referans Kwoze  

“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କର ଯେଉଁ ସକଳ ନିରୂପିତ ପର୍ବ ପବିତ୍ର ସଭା ବୋଲି ଘୋଷଣା କରିବ, ଆମ୍ଭର ସେହି ସକଳ ପର୍ବ ଏହି।


ତୁମ୍ଭେମାନେ ନିରୂପିତ ସମୟରେ ସଦାପ୍ରଭୁଙ୍କ ସ୍ଥାପିତ ପର୍ବ, ଅର୍ଥାତ୍‍, ପବିତ୍ର ସଭା ବୋଲି ଯାହା ଘୋଷଣା କରିବ, ତାହା ଏହି।


ସବୁ ବିଷୟର ଉଚିତ ସମୟ ଅଛି ଓ ଆକାଶ ତଳେ ସବୁ ଉଦ୍ଦେଶ୍ୟର ଉଚିତ ସମୟ ଅଛି;


ନିୟମିତ ଭାବରେ ସାପ୍ତାହିକ ବିଶ୍ରାମବାର ପାଳନ କରିବା ବ୍ୟତୀତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦେଉଥିବା ତୁମ୍ଭମାନଙ୍କର ସକଳ ଦାନ, ସକଳ ମାନତ ଓ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ସକଳ ବ୍ୟତୀତ ନିରୂପିତ ପର୍ବମାନଙ୍କରେ ଉତ୍ସର୍ଗ କରିବ।


ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କର ସମସ୍ତ ସ୍ଥାପିତ ପର୍ବର କଥା କହିଲେ।


Swiv nou:

Piblisite


Piblisite