Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:41 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।

Gade chapit la Kopi

ଓଡିଆ ବାଇବେଲ

41 ପୁଣି, ତୁମ୍ଭେମାନେ ବର୍ଷ ମଧ୍ୟରେ ସାତ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।

Gade chapit la Kopi

ପବିତ୍ର ବାଇବଲ

41 ପୁଣି ତୁମ୍ଭେମାନେ ପ୍ରତି ବର୍ଷ ସାତ ଦିନ ଧରି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ପର୍ବ ପାଳନ କରିବ। ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବ୍ୟବସ୍ଥା, ତୁମ୍ଭେମାନେ ସପ୍ତମ ମାସରେ ତାହା ପାଳନ କରିବ।

Gade chapit la Kopi




ଲେବୀୟ ପୁସ୍ତକ 23:41
5 Referans Kwoze  

ଆଉ ସପ୍ତମ ମାସର ପଞ୍ଚଦଶ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ, ପୁଣି, ସାତ ଦିନ ଯାଏ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ପାଳନ କରିବ।


ଆହୁରି, ଏଜ୍ରା ପ୍ରଥମ ଦିନଠାରୁ ଶେଷ ଦିନ ପର୍ଯ୍ୟନ୍ତ ପ୍ରତିଦିନ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ। ପୁଣି, ଲୋକମାନେ ସାତ ଦିନ ପର୍ଯ୍ୟନ୍ତ ପର୍ବ ପାଳନ କଲେ; ଆଉ, ବ୍ୟବସ୍ଥାନୁସାରେ ଅଷ୍ଟମ ଦିନ ମହାସଭା ହେଲା।


ଆଉ, ତୁମ୍ଭେମାନେ ପ୍ରଥମ ଦିନରେ ଉତ୍ତମ ବୃକ୍ଷର ଫଳ, ଖର୍ଜ୍ଜୁର ବାହୁଙ୍ଗା, ଗହଳିଆ ବୃକ୍ଷର ଶାଖା ଓ ନଦୀତୀରସ୍ଥ ବାଇଶୀ ବୃକ୍ଷ ଘେନି ତୁମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଦିନ ଆନନ୍ଦ କରିବ।


ତୁମ୍ଭେମାନେ ସାତ ଦିନ ପତ୍ରକୁଟୀରରେ ବାସ କରିବ; ଇସ୍ରାଏଲ ବଂଶଜାତ ସମସ୍ତେ ପତ୍ରକୁଟୀରରେ ବାସ କରିବେ।


ପୁଣି, ତୁମ୍ଭେମାନେ ଯେଉଁ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଏହି ଉପହାର ଆଣି ନାହଁ, ସେହି ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ରୁଟି କି ଭଜା ଶସ୍ୟ କି ଛିଣ୍ଡା ଶିଷା ଖାଇବ ନାହିଁ; ତୁମ୍ଭମାନଙ୍କର ସମୁଦାୟ ନିବାସ ସ୍ଥାନରେ ଏହା ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ।


Swiv nou:

Piblisite


Piblisite