Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।

Gade chapit la Kopi

ଓଡିଆ ବାଇବେଲ

5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ହେବ।

Gade chapit la Kopi

ପବିତ୍ର ବାଇବଲ

5 ପ୍ରଥମ ମାସରେ, ମାସର ଚତୁର୍ଦ୍ଦଶ ଦିନରେ ସନ୍ଧ୍ୟାବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାରପର୍ବ ହେବ।

Gade chapit la Kopi




ଲେବୀୟ ପୁସ୍ତକ 23:5
14 Referans Kwoze  

ଇସ୍ରାଏଲ-ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ ପଦାରେ ନିସ୍ତାର ପର୍ବ ପାଳନ କଲେ।


ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?


ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।


ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା;


ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ, ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରାଯାଏ, ସେହି ଦିନ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ ଯାଇ କେଉଁ ସ୍ଥାନରେ ଆପଣଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?


ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ତୁମ୍ଭମାନଙ୍କ ନିସ୍ତାର ପର୍ବ ହେବ, ତାହା ସାତ ଦିନର ପର୍ବ ହେବ; ତାଡ଼ିଶୂନ୍ୟ ରୁଟି ଭୋଜନ କରାଯିବ।


Swiv nou:

Piblisite


Piblisite