Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 23:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।

Gade chapit la Kopi

ପବିତ୍ର ବାଇବଲ

6 “ପୁଣି ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୋଟୀର ପର୍ବ ହେବ। ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୋଟୀ ଭୋଜନ କରିବ।

Gade chapit la Kopi




ଲେବୀୟ ପୁସ୍ତକ 23:6
9 Referans Kwoze  

ତୁମ୍ଭେ ଛଅ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ପୁଣି ସପ୍ତମ ଦିନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ମହାସଭା ହେବ; ତହିଁରେ ତୁମ୍ଭେ କୌଣସି କାର୍ଯ୍ୟ କରିବ ନାହିଁ।


ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍‍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍‍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।


ଆଉ ସେହି ଦିନ ତୁମ୍ଭମାନଙ୍କର ସ୍ମରଣୀୟ ହେବ, ପୁଣି, ତୁମ୍ଭେମାନେ ସେହି ଦିନକୁ ସଦାପ୍ରଭୁଙ୍କ ପର୍ବ ରୂପେ ପାଳନ କରିବ; ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧିମତେ ଏହି ପର୍ବ ପାଳନ କରିବ।


ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ; ଆମ୍ଭ ଆଜ୍ଞାନୁସାରେ ଆବୀବ୍‍ ମାସର ନିରୂପିତ ସମୟରେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ, ଯେହେତୁ ତୁମ୍ଭେ ସେହି ସମୟରେ ମିସର ଦେଶରୁ ମୁକ୍ତି ପାଇଅଛ; ପୁଣି, କେହି ରିକ୍ତ ହସ୍ତରେ ଆମ୍ଭ ନିକଟରେ ଉପସ୍ଥିତ ହେବ ନାହିଁ।


ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍‍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।


Swiv nou:

Piblisite


Piblisite