ଲେବୀୟ ପୁସ୍ତକ 24:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ଵଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ। Gade chapit laଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ, ନିତ୍ୟ ନିତ୍ୟ ପ୍ରଦୀପ ଜ୍ୱଳାଇବା ନିମନ୍ତେ ସେମାନେ ତୁମ୍ଭ ନିକଟକୁ ନିର୍ମଳ ପେଷା ଜୀତ ତୈଳ ଆଣିବେ। Gade chapit laପବିତ୍ର ବାଇବଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ ଏହି ଆଜ୍ଞା ଦିଅ। ସେମାନେ ପ୍ରତିଦିନ ପ୍ରଦୀପ ଜ୍ୱଳନ ପାଇଁ ତୁମ୍ଭ ନିକଟକୁ ନିର୍ମଳ ଭାବେ ପେଷା ଯାଇଥିବା ଜୀତ ତୈଳ ଆଣିବେ। Gade chapit la |
ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।