Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 24:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦ; ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।

Gade chapit la Kopi

ଓଡିଆ ବାଇବେଲ

20 କ୍ଷତ ପରିଶୋଧରେ କ୍ଷତ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ; ମନୁଷ୍ୟର ଦେହରେ ଯେ ଯେପରି ଖୁଣ କରିଅଛି, ତାହା ପ୍ରତି ସେହି ପ୍ରକାର କରାଯିବ।

Gade chapit la Kopi

ପବିତ୍ର ବାଇବଲ

20 କ୍ଷତ ବଦଳରେ କ୍ଷତ, ଚକ୍ଷୁ ବଦଳରେ ଚକ୍ଷୁ, ଦାନ୍ତ ବଦଳରେ ଦାନ୍ତ, ମନୁଷ୍ୟ ଶରୀରରେ ଯିଏ ଯେଉଁପରି ଆଘାତ କରିଅଛି ତାହା ପ୍ରତି ସେହି ପ୍ରକାର ଆଘାତ କରାଯିବ।

Gade chapit la Kopi




ଲେବୀୟ ପୁସ୍ତକ 24:20
5 Referans Kwoze  

ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’


ତୁମ୍ଭର ଚକ୍ଷୁ ଦୟା କରିବ ନାହିଁ; ପ୍ରାଣ ପରିଶୋଧରେ ପ୍ରାଣ, ଚକ୍ଷୁ ପରିଶୋଧରେ ଚକ୍ଷୁ, ଦନ୍ତ ପରିଶୋଧରେ ଦନ୍ତ, ହସ୍ତ ପରିଶୋଧରେ ହସ୍ତ, ପାଦ ପରିଶୋଧରେ ପାଦ ନିଆଯିବ।


ଆଉ, କୌଣସି ମନୁଷ୍ୟ ଯଦି ଆପଣା ପ୍ରତିବାସୀର ଶରୀରରେ ଖୁଣ କରେ, ତେବେ ସେ ଯେପରି କରିଅଛି, ସେହିପରି ତାହା ପ୍ରତି କରାଯିବ।


ଏଥିରେ ଅଦୋନୀବେଷକ୍‌ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।


Swiv nou:

Piblisite


Piblisite