Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ସୀନୟ-ପର୍ବତରେ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କୁ କହିଲେ,

Gade chapit la Kopi




ଲେବୀୟ ପୁସ୍ତକ 25:1
8 Referans Kwoze  

ଏଥିଉତ୍ତାରେ ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ବୁ ମଧ୍ୟରେ ମୋଶାଙ୍କୁ କହିଲେ,


ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାର ହେବାର ତୃତୀୟ ମାସର ପ୍ରଥମ ଦିନରେ, ସେମାନେ ସୀନୟ ପ୍ରାନ୍ତରରେ ଉପସ୍ଥିତ ହେଲେ।


ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।


ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ କହନ୍ତେ, ଯେଉଁ ଲୋକ ଅଭିଶାପ ଦେଇଥିଲା, ତାହାକୁ ସେମାନେ ଛାଉଣିର ବାହାରକୁ ଆଣି ପଥର ମାରି ବଧ କଲେ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ କର୍ମ କଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ।


ଆଉ, ଦେଶସ୍ଥ ଲୋକମାନେ ବିଶ୍ରାମବାରରେ କୌଣସି ପଦାର୍ଥ କି ଖାଦ୍ୟଦ୍ରବ୍ୟ ବିକ୍ରି କରିବାକୁ ଆଣିଲେ, ଆମ୍ଭେମାନେ ବିଶ୍ରାମବାରରେ କି ଅନ୍ୟ କୌଣସି ପବିତ୍ର ଦିନରେ ସେମାନଙ୍କଠାରୁ ତାହା କିଣିବୁ ନାହିଁ; ଆଉ, ସପ୍ତମ ବର୍ଷ ସର୍ବପ୍ରକାର ଋଣ ଆଦାୟ କରିବାର ଛାଡ଼ି ଦେବୁ।


Swiv nou:

Piblisite


Piblisite