ଲେବୀୟ ପୁସ୍ତକ 25:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ତାହା ଯୋବେଲ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ। Gade chapit laପବିତ୍ର ବାଇବଲ (Re-edited) - (BSI)12 କାରଣ ତାହା ଯୋବେଲ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ। Gade chapit laଓଡିଆ ବାଇବେଲ12 କାରଣ ତାହା ଯୁବ୍ଲୀ ବର୍ଷ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ; ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ। Gade chapit laପବିତ୍ର ବାଇବଲ12 କାରଣ ସେହି ବର୍ଷ ମହୋଲ୍ଲାସ-ଉତ୍ସବ ଅଟେ, ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ। ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ। Gade chapit la |