Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କିଣିବ ଓ ଫଳ-ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକିବ।

Gade chapit la Kopi

ଓଡିଆ ବାଇବେଲ

15 ତୁମ୍ଭେ ଯୁବ୍‍ଲୀ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କ୍ରୟ କରିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକ୍ରୟ କରିବ।

Gade chapit la Kopi

ପବିତ୍ର ବାଇବଲ

15 ତୁମ୍ଭେ ମହୋଲ୍ଲାସ-ଉତ୍ସବ ପରବର୍ଷର ସଂଖ୍ୟା ଅନୁସାରେ ଆପଣା ପ୍ରତିବାସୀଠାରୁ କିଣିବ ଓ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟା ଅନୁସାରେ ସେ ତୁମ୍ଭଠାରେ ବିକ୍ରୟ କରିବ।

Gade chapit la Kopi




ଲେବୀୟ ପୁସ୍ତକ 25:15
4 Referans Kwoze  

ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ। ପ୍ରଭୁ ନିକଟବର୍ତ୍ତୀ।


ଯଦି ତୁମ୍ଭେ ଆପଣା ପ୍ରତିବାସୀକୁ କୌଣସି ଭୂମ୍ୟାଦି ବିକ୍ରୟ କର, ଅବା ଆପଣା ପ୍ରତିବାସୀ ହସ୍ତରୁ କ୍ରୟ କର, ତେବେ ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ।


ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।


Swiv nou:

Piblisite


Piblisite