ଲେବୀୟ ପୁସ୍ତକ 25:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ-ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ। Gade chapit laଓଡିଆ ବାଇବେଲ16 ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ। Gade chapit laପବିତ୍ର ବାଇବଲ16 ତୁମ୍ଭେ ମହୋଲ୍ଲାସ-ଉତ୍ସବ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତା ଅନୁସାରେ ମୂଲ୍ୟ ଊଣା କରିବ, କାରଣ ସେ ତୁମ୍ଭକୁ ବର୍ଷର ସଂଖ୍ୟା ଅନୁସାରେ ଭୂମି ଜାତ ଦ୍ରବ୍ୟ ବିକ୍ରୟ କରିବ। Gade chapit la |