ଲେବୀୟ ପୁସ୍ତକ 25:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ତୁମ୍ଭେମାନେ ଏକଆରେକର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ। Gade chapit laଓଡିଆ ବାଇବେଲ17 ତୁମ୍ଭେମାନେ ପରସ୍ପରର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit laପବିତ୍ର ବାଇବଲ17 ତୁମ୍ଭେମାନେ ପରସ୍ପର ପ୍ରତି ଅନ୍ୟାୟ କରିବ ନାହିଁ। କିନ୍ତୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।