Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

40 ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

40 ସେ ବର୍ତ୍ତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।

Gade chapit la Kopi

ଓଡିଆ ବାଇବେଲ

40 ସେ ବେତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୁବ୍‍ଲୀ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।

Gade chapit la Kopi

ପବିତ୍ର ବାଇବଲ

40 ସେ ବର୍ତ୍ତନଜୀବୀ ଓ ପ୍ରବାସୀ ପରି ତୁମ୍ଭ ସହିତ ବାସ କରିବ ଓ ମହୋଲ୍ଲାସ-ଉତ୍ସବ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ।

Gade chapit la Kopi




ଲେବୀୟ ପୁସ୍ତକ 25:40
4 Referans Kwoze  

ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।


ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।


ଯେବେ ତୁମ୍ଭ ଭାଇ, କୌଣସି ଏବ୍ରୀୟ ପୁରୁଷ, କି ଏବ୍ରୀୟା ସ୍ତ୍ରୀ, ତୁମ୍ଭ ନିକଟରେ ବିକାଯାଏ ଓ ଛଅ ବର୍ଷ ତୁମ୍ଭର ସେବା କରେ; ତେବେ ସପ୍ତମ ବର୍ଷରେ ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବ।


Swiv nou:

Piblisite


Piblisite