Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।

Gade chapit la Kopi

ଓଡିଆ ବାଇବେଲ

42 କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

42 କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଅଛୁ। ସେମାନେ ପୁନର୍ବାର ଆଉ କ୍ରୀତଦାସ ହେବେ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 25:42
8 Referans Kwoze  

କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ବରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ।


ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ।


ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ।


“ଯେ ତୁମ୍ଭକୁ ଦାସଗୃହ ସ୍ୱରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ତୁମ୍ଭର ସେହି ସଦାପ୍ରଭୁ ପରମେଶ୍ୱର ଆମ୍ଭେ ଅଟୁ।”


ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ।


ମାତ୍ର ତୁମ୍ଭେ ତାହାକୁ ମୁକ୍ତ କରି ଆପଣା ନିକଟରୁ ବିଦାୟ କରିବା ବେଳେ ଖାଲି ହାତରେ ଯିବାକୁ ଦେବ ନାହିଁ।


Swiv nou:

Piblisite


Piblisite