ଲେବୀୟ ପୁସ୍ତକ 25:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)43 ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ଵ କରିବ ନାହିଁ; ମାତ୍ର ଆପଣା ପରମେଶ୍ଵରଙ୍କୁ ଭୟ କରିବ। Gade chapit laଓଡିଆ ବାଇବେଲ43 ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ୱ କରିବ ନାହିଁ; ମାତ୍ର ଆପଣା ପରମେଶ୍ୱରଙ୍କୁ ଭୟ କରିବ। Gade chapit laପବିତ୍ର ବାଇବଲ43 ତୁମ୍ଭେ ତାକୁ ଜଣେ ନିଷ୍ଠୁର ସ୍ୱାମୀରୂପେ ବ୍ୟବହାର କରିବ ନାହିଁ। ତୁମ୍ଭେ ତୁମ୍ଭର ପରମେଶ୍ୱରଙ୍କୁ ଭକ୍ତି କରିବ। Gade chapit la |
“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।