ଲେବୀୟ ପୁସ୍ତକ 25:44 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT44 ତୁମ୍ଭର ବନ୍ଧାଦାସ ଓ ବନ୍ଧାଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧାଦାସ ଓ ବନ୍ଧାଦାସୀ କ୍ରୟ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)44 ତୁମ୍ଭର ବନ୍ଧା-ଦାସ ଓ ବନ୍ଧା-ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା-ଦାସ ଓ ବନ୍ଧା-ଦାସୀ କିଣିବ। Gade chapit laଓଡିଆ ବାଇବେଲ44 ତୁମ୍ଭର ବନ୍ଧା ଦାସ ଓ ବନ୍ଧା ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା ଦାସ ଓ ବନ୍ଧା ଦାସୀ କ୍ରୟ କରିବ। Gade chapit laପବିତ୍ର ବାଇବଲ44 “ଯଦି ତୁମ୍ଭର କ୍ରୀତଦାସ କିମ୍ବା କ୍ରୀତଦାସୀ ଦରକାର ହୁଏ, ତେବେ ତୁମ୍ଭ ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ କ୍ରୀତଦାସଦାସୀ କିଣିବ। Gade chapit la |