Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହା ବିଶ୍ରାମ ବର୍ଷ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ-ବର୍ଷ ହେବ।

Gade chapit la Kopi

ଓଡିଆ ବାଇବେଲ

5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ ବର୍ଷ ହେବ।

Gade chapit la Kopi

ପବିତ୍ର ବାଇବଲ

5 ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ହୋଇଥିବ, ତାକୁ ତୁମ୍ଭେମାନେ କାଟିବ ନାହିଁ କିମ୍ବା ତୁମ୍ଭ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ। ତାହା ଭୂମିର ମହାବିଶ୍ରାମ ବର୍ଷ ହେବ।

Gade chapit la Kopi




ଲେବୀୟ ପୁସ୍ତକ 25:5
5 Referans Kwoze  

ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ; ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ; ପୁଣି, ତୃତୀୟ ବର୍ଷ ବୀଜ ବୁଣି ଶସ୍ୟ କାଟିବ ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଗ କରିବ।


ଏଣୁ (ହେ ହିଜକୀୟ,) ତୁମ୍ଭ ପ୍ରତି ଏହି ଚିହ୍ନ ହେବ: ତୁମ୍ଭେମାନେ ଏହି ବର୍ଷ ସ୍ୱୟଂ ଉତ୍ପନ୍ନ ଶସ୍ୟ, ଓ ଦ୍ୱିତୀୟ ବର୍ଷ ତହିଁରୁ ଅଙ୍କୁରିତ ଶସ୍ୟ ଭୋଜନ କରିବ। ପୁଣି ତୃତୀୟ ବର୍ଷ ତୁମ୍ଭେମାନେ ବୁଣ ଓ କାଟ, ଓ ଦ୍ରାକ୍ଷାକ୍ଷେତ୍ର କରି ତହିଁର ଫଳ ଭୋଜନ କର।


ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।


ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;


ସେହି ପଚାଶତମ ବର୍ଷ ବ୍ୟାପି ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ।


Swiv nou:

Piblisite


Piblisite