Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଯେବେ ଅନେକ ବର୍ଷ ବାକୀ ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

Gade chapit la Kopi

ଓଡିଆ ବାଇବେଲ

51 ଯଦି ଅନେକ ବର୍ଷ ବାକି ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।

Gade chapit la Kopi

ପବିତ୍ର ବାଇବଲ

51 ଯେବେ ମହୋଲ୍ଲାସ-ଉତ୍ସବ ବର୍ଷକୁ ଅନେକ ବର୍ଷ ବାକିଥାଏ ତେବେ କ୍ରୟ ମୂଲ୍ୟର ଏକ ବଡ଼ ଅଂଶ ତାକୁ ଫେରାଇ ଦେବ।

Gade chapit la Kopi




ଲେବୀୟ ପୁସ୍ତକ 25:51
5 Referans Kwoze  

ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ।


ତହିଁରେ ତାହାର ବିକ୍ରୟ ବର୍ଷଠାରୁ ଯୋବେଲ ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବେତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ୱ କାଳ ହେବ।


ଆଉ ଯଦି ଯୋବେଲ ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକି ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ।


ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ।


ମାତ୍ର, ଯଦି ସେ ଯୋବେଲ ଉତ୍ତାରେ ଆପଣା କ୍ଷେତ୍ର ଶୁଚି କରେ, ତେବେ ଯାଜକ ଯୋବେଲ ବର୍ଷ ପର୍ଯ୍ୟନ୍ତ ଅବଶିଷ୍ଟ ବର୍ଷର ସଂଖ୍ୟାନୁସାରେ ତାହା ସହିତ ମୂଲ୍ୟର ଗଣନା କରିବ, ପୁଣି ତଦନୁସାରେ ତୁମ୍ଭ ନିରୂପିତ ମୂଲ୍ୟରୁ ଊଣା କରାଯିବ।


Swiv nou:

Piblisite


Piblisite