Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:54 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଆଉ ଯେବେ ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ-ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।

Gade chapit la Kopi

ଓଡିଆ ବାଇବେଲ

54 ଆଉ ଯଦି ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୁବ୍‍ଲୀ ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ।

Gade chapit la Kopi

ପବିତ୍ର ବାଇବଲ

54 “ଯଦି ତାକୁ କେହି ମୁକ୍ତ ନ କରେ, ତେବେ ସେ ଆପଣା ସନ୍ତାନଗଣ ସହ ମହୋଲ୍ଲାସ-ଉତ୍ସବ ବର୍ଷରେ ମୁକ୍ତ ହୋଇ ବାହାରି ଯିବ।

Gade chapit la Kopi




ଲେବୀୟ ପୁସ୍ତକ 25:54
8 Referans Kwoze  

କାରଣ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ବିନାମୂଲ୍ୟରେ ବିକ୍ରୀତ ହୋଇଥିଲ, ଆଉ ବିନାମୂଲ୍ୟରେ ମୁକ୍ତ କରାଯିବ।


ମାତ୍ର ସଦାପ୍ରଭୁ ଏହି କଥା କହନ୍ତି, “ବୀରର ବନ୍ଦୀକୃତ ଲୋକମାନେ ହିଁ ଅପହୃତ ହେବେ ଓ ଭୟଙ୍କର ଲୋକର ଲୁଟିତ ଦ୍ରବ୍ୟ ମୁକୁଳା ଯିବ; କାରଣ ତୁମ୍ଭ ବିରୋଧକାରୀର ସଙ୍ଗେ ଆମ୍ଭେ ବିରୋଧ କରିବା ଓ ତୁମ୍ଭ ସନ୍ତାନଗଣକୁ ଆମ୍ଭେ ରକ୍ଷା କରିବା।


ତୁମ୍ଭେ ‘ବନ୍ଦୀଗଣକୁ ବାହାରି ଯାଅ’ ବୋଲି, ଅନ୍ଧକାରସ୍ଥିତ ଲୋକମାନଙ୍କୁ ‘ଆପଣାମାନଙ୍କୁ ଦେଖାଅ’ ବୋଲି କହିବ। ସେମାନେ ପଥରେ ଚରିବେ ଓ ବୃକ୍ଷଶୂନ୍ୟ ଉଚ୍ଚସ୍ଥଳୀସକଳ ସେମାନଙ୍କର ଚରାସ୍ଥାନ ହେବ।


ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହା ଉଲ୍ଲାସ ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ।


ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ।


କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”


Swiv nou:

Piblisite


Piblisite