Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନପଶୁର ଆହାର ନିମନ୍ତେ ହେବ।

Gade chapit la Kopi

ଓଡିଆ ବାଇବେଲ

7 ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।

Gade chapit la Kopi

ପବିତ୍ର ବାଇବଲ

7 ଆଉ ତୁମ୍ଭମାନଙ୍କର ପଶୁର ଓ ଅନ୍ୟାନ୍ୟ ବନପଶୁମାନଙ୍କ ନିମନ୍ତେ ପ୍ରଚୁର ଖାଦ୍ୟ ହେବ।

Gade chapit la Kopi




ଲେବୀୟ ପୁସ୍ତକ 25:7
3 Referans Kwoze  

ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର, ତୁମ୍ଭ ଦାସର, ତୁମ୍ଭ ଦାସୀର, ତୁମ୍ଭ ବେତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;


ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।


ଆଉ ତୁମ୍ଭେ ଆପଣା ଭୂମିରେ ଛଅ ବର୍ଷ ପର୍ଯ୍ୟନ୍ତ ବୀଜ ବପନ କରିବ ଓ ତହିଁରୁ ଉତ୍ପନ୍ନ ଶସ୍ୟାଦି ସଂଗ୍ରହ କରିବ।


Swiv nou:

Piblisite


Piblisite