Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 25:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତ ଗୁଣ ସାତ ବର୍ଷ ଗଣନା କରିବ; ତହିଁରେ ସେହି ସାତ ଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।

Gade chapit la Kopi

ଓଡିଆ ବାଇବେଲ

8 ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍‍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ।

Gade chapit la Kopi

ପବିତ୍ର ବାଇବଲ

8 “ଆଉ ତୁମ୍ଭେ ନିଜ ପାଇଁ ସାତ ବିଶ୍ରାମ ବର୍ଷ, ଅର୍ଥାତ୍ ସାତଗୁଣ ସାତ ବର୍ଷ ଗଣନା କରିବ, ତାହା ଦ୍ୱାରା ସେହି ସାତଗୁଣ ସାତ ବର୍ଷର ସମୟ ତୁମ୍ଭ ପାଇଁ ଅଣଗ୍ଭଶ ବର୍ଷ ହେବ।

Gade chapit la Kopi




ଲେବୀୟ ପୁସ୍ତକ 25:8
7 Referans Kwoze  

ଆହୁରି ସେହି ବିଶ୍ରାମବାରର ପରଦିନଠାରୁ ଯେଉଁ ଦିନ ଦୋଳନୀୟ ନୈବେଦ୍ୟରୂପ ବିଡ଼ା ଆଣିଲ, ସେହି ଦିନଠାରୁ ପୂର୍ଣ୍ଣ ସାତ ସପ୍ତାହ ଗଣନା କରିବ।


ପରମେଶ୍ୱର ସପ୍ତମ ଦିନରେ ଆପଣାର କାର୍ଯ୍ୟ ସମାପ୍ତ କରି ସେହି ସପ୍ତମ ଦିନରେ ଆପଣାର କୃତ ସମସ୍ତ କାର୍ଯ୍ୟରୁ ବିଶ୍ରାମ କଲେ।


ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନ୍ୟପଶୁର ଆହାର ନିମନ୍ତେ ହେବ।


ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶବ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ।


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ଆଉ ଯେତେବେଳେ ଇସ୍ରାଏଲ-ସନ୍ତାନଗଣଙ୍କର ଯୋବେଲ ଉପସ୍ଥିତ ହେବ, ସେତେବେଳେ ସେମାନେ ଯେଉଁମାନଙ୍କ ମଧ୍ୟରେ ଗୃହୀତା, ସେହି ବଂଶର ଅଧିକାରରେ ସେମାନଙ୍କର ଅଧିକାରଯୁକ୍ତ ହେବ; ଏହିରୂପେ ଆମ୍ଭମାନଙ୍କ ପୈତୃକ ବଂଶରୁ ସେମାନଙ୍କ ଅଧିକାର କଟାଯିବ।”


ସେମାନେ ସାରାଦିନ ତୁମ୍ଭ ନାମରେ ଆନନ୍ଦ କରନ୍ତି ଓ ତୁମ୍ଭ ଧାର୍ମିକତାରେ ସେମାନେ ଉନ୍ନତ ହୁଅନ୍ତି।


Swiv nou:

Piblisite


Piblisite