ଲେବୀୟ ପୁସ୍ତକ 26:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)18 ଆଉ ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ତ ଦେବା। Gade chapit laଓଡିଆ ବାଇବେଲ18 ଆଉ ଏହା ହେଲେ ମଧ୍ୟ ଯଦି ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ଡ ଦେବା। Gade chapit laପବିତ୍ର ବାଇବଲ18 “ଏସବୁ ହେଲା ପରେ ଯେବେ ତୁମ୍ଭେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ତେବେ ଆମ୍ଭେ ତୁମ୍ଭମାନଙ୍କର ପାପ ଯୋଗୁଁ ତୁମ୍ଭମାନଙ୍କୁ ସାତଗୁଣ ଅଧିକ ଦଣ୍ତ ଦେବା। Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।