ଲେବୀୟ ପୁସ୍ତକ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା। Gade chapit laପବିତ୍ର ବାଇବଲ (Re-edited) - (BSI)21 ଆଉ ଯେବେ ତୁମ୍ଭେମାନେ ଆମ୍ଭର ପ୍ରତିକୂଳାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଳେଶ ଦେବା। Gade chapit laଓଡିଆ ବାଇବେଲ21 ଆଉ, ଯଦି ତୁମ୍ଭେମାନେ ଆମ୍ଭର ବିରୁଦ୍ଧାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଲେଶ ଦେବା। Gade chapit laପବିତ୍ର ବାଇବଲ21 “ଆଉ ଯଦି ତୁମ୍ଭେମାନେ ପୁନର୍ବାର ଆମ୍ଭର ପ୍ରତିକୂଳାଚରଣ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କୁ ସାତଗୁଣ କ୍ଳେଶ ଦେବା। ତୁମ୍ଭେମାନେ ଯେତେ ଅଧିକ ପାପ କରିବ ସେତେ ଅଧିକ ଦଣ୍ତ ପାଇବ। Gade chapit la |
ଏଥିପାଇଁ ସଦାପ୍ରଭୁଙ୍କର କ୍ରୋଧ ତାହାଙ୍କ ଲୋକମାନଙ୍କ ବିରୁଦ୍ଧରେ ପ୍ରଜ୍ୱଳିତ ହୋଇଅଛି ଓ ସେ ସେମାନଙ୍କ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଘାତ କରିଅଛନ୍ତି, ପୁଣି, ଉପପର୍ବତଗଣ କମ୍ପିଲେ ଓ ଲୋକମାନଙ୍କ ଶବ ସଡ଼କ ମଧ୍ୟରେ ଅଳିଆ ପରି ହେଲା। ଏହିସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।