ଲେବୀୟ ପୁସ୍ତକ 26:39 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Gade chapit laପବିତ୍ର ବାଇବଲ (Re-edited) - (BSI)39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ହେତୁରୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Gade chapit laଓଡିଆ ବାଇବେଲ39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ। Gade chapit laପବିତ୍ର ବାଇବଲ39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଦୁଃଖ ଭୋଗିବେ ଏବଂ ଶତ୍ରୁର ଦେଶରୁ ଉଚ୍ଛେଦ ହେବେ ନିଜ ଅପରାଧ ଯୋଗୁଁ ଓ ଆପଣା ପୂର୍ବପୁରୁଷମାନଙ୍କର ଅପରାଧ ହେତୁ ସେମାନେ କଷ୍ଟ ଭୋଗ କରିବେ ନାହିଁ। Gade chapit la |
ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।’