ଲେବୀୟ ପୁସ୍ତକ 26:40 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ; Gade chapit laପବିତ୍ର ବାଇବଲ (Re-edited) - (BSI)40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ Gade chapit laଓଡିଆ ବାଇବେଲ40 ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ; Gade chapit laପବିତ୍ର ବାଇବଲ40 “ମାତ୍ର ଲୋକମାନେ ସେମାନଙ୍କର ପାପ ସ୍ୱୀକାର କରି ପାରନ୍ତି ଓ ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କର ଅପରାଧ ସ୍ୱୀକାର କରି ପାରନ୍ତି ଓ ସେମାନେ ଆମ୍ଭ ବିରୁଦ୍ଧରେ ପାପ କରିଛନ୍ତି ବୋଲି ସ୍ୱୀକାର କରି ପାରନ୍ତି। Gade chapit la |
ଆଉ, ଯେଉଁ ଶତ୍ରୁମାନେ ସେମାନଙ୍କୁ ବନ୍ଦୀ କରି ନେଇଗଲେ, ସେମାନଙ୍କ ଦେଶରେ ଥାଇ ଯେବେ ସେମାନେ ସମସ୍ତ ଅନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ତୁମ୍ଭ ପ୍ରତି ଫେରନ୍ତି, ପୁଣି, ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଇଅଛ, ଆପଣାମାନଙ୍କର ସେହି ଦେଶ ଆଡ଼େ ଓ ତୁମ୍ଭ ମନୋନୀତ ନଗର ଆଡ଼େ ଓ ତୁମ୍ଭ ନାମ ନିମନ୍ତେ ମୋʼ ନିର୍ମିତ ଗୃହ ଆଡ଼େ ମୁଖ କରି ତୁମ୍ଭ ନିକଟରେ ପ୍ରାର୍ଥନା କରନ୍ତି,