ଲେବୀୟ ପୁସ୍ତକ 26:43 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା। Gade chapit laପବିତ୍ର ବାଇବଲ (Re-edited) - (BSI)43 ଦେଶ ମଧ୍ୟ ସେମାନଙ୍କ ଦ୍ଵାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଶାସନ ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା। Gade chapit laଓଡିଆ ବାଇବେଲ43 ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା। Gade chapit laପବିତ୍ର ବାଇବଲ43 “ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନର ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ, ପୁଣି ସେମାନେ ନିଜ ନିଜ ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ବିଧି ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବ୍ୟବସ୍ଥା ଘୃଣା କଲା। Gade chapit la |