ଲେବୀୟ ପୁସ୍ତକ 26:46 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT46 ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)46 ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ଵାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି ଓ ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ। Gade chapit laଓଡିଆ ବାଇବେଲ46 ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ୱାରା ଆପଣାର ଓ ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି, ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ। Gade chapit laପବିତ୍ର ବାଇବଲ46 ଏହିସବୁ ବ୍ୟବସ୍ଥା, ବିଧି ଓ ଶିକ୍ଷାମାନ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କୁ ଦେଲେ। ଏହିସବୁ ବିଧି ଇସ୍ରାଏଲ ସନ୍ତାନଗଣ ଓ ସଦାପ୍ରଭୁଙ୍କ ମଧ୍ୟରେ ସ୍ଥାପିତ ହୋଇଥିଲା। ଆଉ ସଦାପ୍ରଭୁ ଏହି ସମସ୍ତ ବିଧି ମୋଶାଙ୍କୁ ସୀନୟ ପର୍ବତରେ ଦେଇଥିଲେ ଓ ମୋଶା ଇସ୍ରାଏଲର ଲୋକମାନଙ୍କୁ ତାହା ଦେଲେ। Gade chapit la |