ଲେବୀୟ ପୁସ୍ତକ 27:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ। ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯେବେ ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ। Gade chapit laଓଡିଆ ବାଇବେଲ10 ସେ ତାହା ଅନ୍ୟଥା କି ପରିବର୍ତ୍ତନ କରିବ ନାହିଁ; ମନ୍ଦ ପାଲଟେ ଭଲ, କି ଭଲ ପାଲଟେ ମନ୍ଦ ଦେବ ନାହିଁ; ଯଦି ସେ କୌଣସିମତେ ପଶୁର ପାଲଟେ ପଶୁ ଦେବ, ତେବେ ତାହା ଓ ତହିଁ ପାଇଁ ଯାହା ବଦଳ କରାଯାଏ, ଦୁହେଁ ପବିତ୍ର ହେବେ। Gade chapit laପବିତ୍ର ବାଇବଲ10 କାରଣ ସେହି ପଶୁଟି ସଦାପ୍ରଭୁଙ୍କ ପାଇଁ ଉପହାର। ସେ ଅନ୍ୟ ଗୋଟିଏ ବଦଳରେ ତାକୁ ବଦଳ କରିବା ଉଚିତ୍ ନୁହେଁ। ଯଦି ଜଣେ ବ୍ୟକ୍ତି ଗୋଟିଏ ପଶୁକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞାରୂପେ ବଳିଦାନ କରେ, ତେବେ ସେ ତା’ ବଦଳରେ ଅନ୍ୟ ପଶୁ ବଦଳାଇ ପାରିବ ନାହିଁ। ସେ ଭଲ ପଶୁ ବଦଳରେ ମନ୍ଦ ପଶୁ କି ମନ୍ଦ ବଦଳରେ ଭଲ ପଶୁ ବଦଳାଇବା ଉଚିତ୍ ନୁହେଁ। ଯଦି ସେ ବଦଳାଇବାକୁ ଚେଷ୍ଟା କରେ, ତେବେ ଦୁଇଟି ପଶୁ ସଦାପ୍ରଭୁଙ୍କ ନିମନ୍ତେ ପବିତ୍ର ହେବେ। Gade chapit la |