Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 27:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ, ଯେବେ ଗୃହ-ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।

Gade chapit la Kopi

ଓଡିଆ ବାଇବେଲ

15 ଆଉ, ଯଦି ଗୃହ ପ୍ରତିଷ୍ଠାକାରୀ ଆପଣା ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ, ତହିଁରେ ତାହା ତାହାର ହେବ।

Gade chapit la Kopi

ପବିତ୍ର ବାଇବଲ

15 ଆଉ ଯଦି ଗୃହ ଉତ୍ସର୍ଗକାରୀ ନିଜ ଗୃହ ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ନିରୂପିତ ମୂଲ୍ୟର ଅଧିକ ଦେବ, ତା'ପରେ ସେ ଗୃହ ତା'ର ହେବ।

Gade chapit la Kopi




ଲେବୀୟ ପୁସ୍ତକ 27:15
5 Referans Kwoze  

ମାତ୍ର, ଯଦି ସେ କୌଣସିମତେ ତାହା ମୁକ୍ତ କରିବାକୁ ଇଚ୍ଛା କରେ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ।


ଆଉ, ଯଦି କୌଣସି ମନୁଷ୍ୟ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କରିବା ପାଇଁ ଆପଣା ଗୃହ ପ୍ରତିଷ୍ଠା କରେ, ତେବେ ତାହା ଭଲ କି ମନ୍ଦ ହେଉ, ଯାଜକ ତହିଁର ମୂଲ୍ୟ ନିରୂପଣ କରିବ; ଯାଜକ ତହିଁର ଯେଉଁ ମୂଲ୍ୟ ନିରୂପଣ କରିବ, ତାହା ସ୍ଥିର ହେବ।


ଆଉ, ଯଦି କୌଣସି ମନୁଷ୍ୟ ଆପଣା ଅଧିକୃତ କ୍ଷେତ୍ରର କୌଣସି ଅଂଶ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶୁଚି କରେ, ତେବେ ତୁମ୍ଭର ମୂଲ୍ୟ ନିରୂପଣ ସେହି କ୍ଷେତ୍ରରେ ବୁଣିବା ନିମନ୍ତେ ଆବଶ୍ୟକୀୟ ପରିମାଣର ବିହନ ଅନୁସାରେ ହେବ; ଏକ ହୋମର ପରିମିତ ଯବ ବିହନର ମୂଲ୍ୟ ପଚାଶ ଶେକଲ ରୂପା ହେବ।


ପୁଣି ପବିତ୍ର ବସ୍ତୁ ବିଷୟରେ ସେ ଯେଉଁ ତ୍ରୁଟି କରିଅଛି, ତହିଁର ପରିଶୋଧ କରିବ, ତାହା ବ୍ୟତୀତ ପଞ୍ଚମାଂଶର ଏକାଂଶ ମଧ୍ୟ ଯାଜକକୁ ଦେବ, ତହୁଁ ଯାଜକ ଦୋଷାର୍ଥକ ମେଷବଳି ଦ୍ୱାରା ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।


ପୁଣି ଯଦି ତାହା ଅଶୁଚି ପଶୁ ହୁଏ, ତେବେ ସେ ତୁମ୍ଭ ନିରୂପିତ ମୂଲ୍ୟ ଅନୁସାରେ ତାହା ମୁକ୍ତ କରିବ, ପୁଣି ସେହି ମୂଲ୍ୟର ପଞ୍ଚମାଂଶ ଅଧିକ ଦେବ; ମୁକ୍ତ କରା ନ ଗଲେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ତାହା ବିକ୍ରୀତ ହେବ।


Swiv nou:

Piblisite


Piblisite