ଲେବୀୟ ପୁସ୍ତକ 27:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)20 ମାତ୍ର ଯେବେ ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯେବେ ସେ ସେହି କ୍ଷେତ୍ର ଅନ୍ୟକୁ ବିକେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ। Gade chapit laଓଡିଆ ବାଇବେଲ20 ମାତ୍ର ଯଦି ସେ ଆପଣା କ୍ଷେତ୍ର ମୁକ୍ତ ନ କରେ, କିଅବା ଯଦି ସେ ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରେ, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ। Gade chapit laପବିତ୍ର ବାଇବଲ20 ସେ ଯଦି କ୍ଷେତ୍ରକୁ ମୁକ୍ତ କରି ନ ପାରିଲେ ସେହି କ୍ଷେତ୍ରଟି ଯାଜକମାନଙ୍କର ହେବ। ଯଦି ସେହି କ୍ଷେତ୍ର ଅନ୍ୟକୁ ବିକ୍ରୟ କରାଯାଇଛି, ତେବେ ତାହା ଆଉ କେବେ ମୁକ୍ତ ହେବ ନାହିଁ। Gade chapit la |